Masthead

କୃଷକଙ୍କୁ କେନ୍ଦ୍ର ସରକାରଙ୍କ ଭେଟି

ନୂଆଦିଲ୍ଲୀ(ବଡ଼ଖବର ବ୍ୟୁରୋ):ଅନ୍ନଦାତାଙ୍କ ଲାଗି ଖୁସିଖବର । କେନ୍ଦ୍ର ସରକାର କୃଷକଙ୍କ ଲାଗି ୩ଲକ୍ଷ୭୦ହଜାର କୋଟି ଟଙ୍କାର ବୃହତ୍ତତ୍ତଯୋଜନାକୁ ମଞ୍ଜୁରୀ ଦେଇଛନ୍ତି ବୋଲି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡବ୍ୟ । ଚାଷ କାର୍ଯ୍ୟରେ ରାସାୟନିକ ସାରର ପ୍ରୟୋଗକୁ କମ୍ କରିବା ଲାଗି ରାଜ୍ୟକୁ ପ୍ରୋତ୍ସାହିତ କରିବା ଦିଗରେ ନୂଆ ଯୋଜନା ‘ପିଏମ୍ ପ୍ରଣାମ’କୁ ମଞ୍ଜୁରୀ ଦେଇଛନ୍ତି । ଯେଉଁଥିରେ କୃଷକଙ୍କ ପାଇଁ ଅନେକ ସୁବିଧା ରହିଛି । ଏପରିକି ୩ ବର୍ଷ ପାଇଁ ୟୁରିଆ ସବସିଡି ଲାଗି ସରକାର ୩,୬୮,୬୭୬,୭ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହାସହ କେନ୍ଦ୍ର ସରକାର ୨୦୨୩-୨୪ ଚିନି ଉତ୍ପାଦନ ଲାଗି ଆଖୁଚାଷୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛନ୍ତି ଯେଉଁଥିରେ ଆଖୁର ଲାଭକାରୀ ମୂଲ୍ୟ କ୍ୱିଣ୍ଟାଲ ପ୍ରତି ୧୦ଟଙ୍କାକୁ ବୃଦ୍ଧି କରି ୩୧୫ ଟଙ୍କା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ