Masthead

ଓଡ଼ିଶାକୁ ୬ ହଜାର କୋଟି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୋଦି ୩.୦ ସରକାରଙ୍କ ସରିଛି ଶପଥ ଗ୍ରହଣ। ନୂଆ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ ମଧ୍ୟ ହୋଇ ସାରିଛି। ଏହାପରେ ଦାୟିତ୍ୱ ନେଇଛନ୍ତି ମୋଦିଙ୍କ ମନ୍ତ୍ରୀମଣ୍ଡଳ। ଜଣଙ୍କ ପରେ ଜଣେ ମନ୍ତ୍ରୀ ଆଜି ନିଜ ନିଜ ଅଫିସ୍‌କୁ ଯାଇ କାର୍ଯ୍ୟଭାର ସମ୍ଭାଳିଛନ୍ତି। ନିର୍ମଳା ସୀତାରମଣଙ୍କୁ ଅର୍ଥ ମନ୍ତ୍ରାଳୟ ଦାୟିତ୍ୱ ମିଳିଛି।

ବିଭାଗ ବଣ୍ଟାଯିବାର ସଙ୍ଗେସଙ୍ଗେ ଅର୍ଥ ମନ୍ତ୍ରାଳୟ ବଡ଼ ନିଷ୍ପତ୍ତି ନେଇଛି। ଟ୍ୟାକ୍ସ ଡିଭୋଲ୍ୟୁସନ୍‌ ବା ଆଦାୟ କରକୁ ରାଜ୍ୟମାନଙ୍କ ଭିତରେ ବଣ୍ଟା ଯିବାକୁ ଗ୍ରୀନ୍‌ ସିଗନାଲ୍‌ ମିଳିଛି। ମୋଟ ୧ ଲକ୍ଷ ୩୯ ହଜାର ୭୫୦ କୋଟି ଟଙ୍କା ରାଜ୍ୟମାନଙ୍କ ମଧ୍ୟରେ ବଣ୍ଟାଯିବ । ଏଥିରେ ସବୁଠାରୁ ଅଧିକ ଟଙ୍କା ଉତ୍ତର ପ୍ରଦେଶକୁ ମିଳିବ ବୋଲି ଜଣାପଡ଼ିଛି । ସେହିପରି ଓଡ଼ିଶାକୁ ୬ ହଜାର ୩୨୭ କୋଟି ଟଙ୍କା ମିଳିବା ନେଇ ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା