Masthead

କେନ୍ଦ୍ର ସରକାରଙ୍କ ଦୀପାବଳି ଭେଟି, କମିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦୀପାବଳିରେ କେନ୍ଦ୍ର ସରକାରଙ୍କ ଭେଟି । ଦୈନିକ ଦର ବୃଦ୍ଧି ପରେ ଏବେ ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । କିଛି ଦିନ ହେବ ପ୍ରତିଦିନ ବଢ଼ିବାରେ ଲାଗିଥିଲା ପେଟ୍ରୋଲ ଓ ଡିଜେଲ ଦର । ଭୁବନେଶ୍ୱରରେ ୧୧୬ ଟଙ୍କା ପେଟ୍ରୋଲ ଦାମ ଥିବା ବେଳେ ଡିଜେଲର ଦାମ ୧୦୬ଟଙ୍କା ରହିଥିଲା । ଯାହାକୁ ଏବେ କମ କରିଛନ୍ତି କେନ୍ଦ୍ର ସରକାର ।

ପେଟ୍ରୋଲ ୫ଟଙ୍କା ଓ ଡିଜେଲରେ ୧୦ଟଙ୍କା କମ କରାଯାଇଛି । ଆଜି ମଧ୍ୟ ରାତ୍ରରୁ ଲାଗୁ କରାଯିବ ଏହି ନୂଆ ଦର । ପେଟ୍ରୋଲ ଓ ଡିଜେଲ ର ଏକ୍ସାଇଜ ଦାମରେ କମ କରିଛନ୍ତି କେନ୍ଦ୍ର ସରକାର । ଏହାଛଡ଼ା ସବୁ ରାଜ୍ୟ ମାନଙ୍କୁ ମଧ୍ୟ ଭାଟ କମ କରିବାକୁ ଅନୁରୋଧ କରିଛନ୍ତି କେନ୍ଦ୍ର ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ