Masthead

କେନ୍ଦ୍ରମନ୍ତ୍ରୀ ଉଲ୍ଲଂଘନ କରୁଛନ୍ତି ଆଚରଣ ବିଧି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ । ସିଇଓଙ୍କୁ ଫେରାଦ ହେଲା ବିଜେଡି । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରିଟୁଇଟ ପ୍ରସଙ୍ଗ ଉଠାଇ ବିଜେଡି କହିଛି କେନ୍ଦ୍ର ମନ୍ତ୍ରୀଙ୍କ ପ୍ରଚାର ପାଇଁ ପ୍ରସ୍ତୁତ ହୋଇଥିବା ପୋଷ୍ଟରରେ ଜି-୨୦ ଲୋଗୋ ଏବଂ ଆଜାଦି କା ଅମୃତ ମହୋତ୍ସବର ବି ଲୋଗୋ ରହିଛି । ଯାହା ନିର୍ବାଚନ ଆଚରଣ ବିଧି ଉଲଂଘନ ବୋଲି ଅଭିଯୋଗ କରିଛି ଦଳ । ସେପଟେ ରାଷ୍ଟ୍ରପତିଙ୍କ କାର୍ୟ୍ୟକ୍ରମରେ ଲାଇନ କଟିଯିବା ନେଇ ପ୍ରଶ୍ନ କରିବାରୁ ବିଜେଡି ମୁଖପାତ୍ର କହିଲେ ଏଇଟା ଉପଯୁକ୍ତ ସ୍ଥାନ ନୁହେଁ । ଦଳ ଏ ନେଇ ପରେ ସ୍ପଷ୍ଟୀକରଣ ରଖିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ