Masthead

ଶିମିଳିପାଳରେ କେନ୍ଦ୍ରୀୟ ଟିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ କେନ୍ଦ୍ରୀୟ ଟିମ । ଶିମିଳିପାଳରେ ନିଆଁ ଲାଗିଥିବା ଘଟଣାର ଯାଞ୍ଚ କରିବା ଲାଗି ଆଜି କେନ୍ଦ୍ରୀୟ ଟିମ୍ ସଦସ୍ୟ ପହଞ୍ଚିଛନ୍ତି ଭୁବନେଶ୍ବରରେ । ଶିମିଳିପାଳରେ କାହିଁକି ଲାଗିଲା ନିଆଁ, ଏହାର କାରଣ ଅନୁଧ୍ୟାନ କରିବା ସହ ଏହାର ନିରାକରଣ ପାଇଁ କ’ଣ ସବୁ ପଦକ୍ଷେପ ନେବା ଆବଶ୍ୟକ, ସେନେଇ ରିପୋର୍ଟ ଦେବ ଏହି ଟିମ । ଓଡିଶା ଆସିଥିବା କେନ୍ଦ୍ରୀୟ ଟିମରେ ଅଛନ୍ତି ନ୍ୟାସନାଲ ଟାଇଗର କନଜରର୍ଭେସନ ଅଥରିଟି ଆଇଜି ଅମିତ ମଲିକ ସଦସ୍ୟ ।

ଭୁବନେଶ୍ୱର ବିମାନ ବନ୍ଦରରେ ରାଜ୍ୟ ବନବିଭାଗ ପକ୍ଷରୁ ଅମିତ ମଲିକଙ୍କୁ ସ୍ୱାଗତ କରାଯାଇଛି। କେନ୍ଦ୍ରୀୟ ଟିମର ଅନ୍ୟଜଣେ ସଦସ୍ୟ ସୁବ୍ରତ ମହାପାତ୍ର ଭୁବନେଶ୍ୱରରେ ରହିଛନ୍ତି । ତେବେ ଅନ୍ୟ ସଦସ୍ୟ ଆର. ପି. ଚୌଧୁରୀ ଓଡିଶା ଆସିନାହାନ୍ତି । କେନ୍ଦ୍ରୀୟ ଟିମର ସଦସ୍ୟ ଅମିତ ମଲିକ ଓ ସୁବ୍ରତ ପାତ୍ର ଶିମିଳିପାଳ ଯାଇ ଅଗ୍ନିକାଣ୍ଡର କାରଣ ଅନୁଧ୍ୟାନ କରିବା ପରେ କେନ୍ଦ୍ରକୁ ରିପୋର୍ଟ ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼