Masthead

ତ୍ରୁଟି ପାଇଁ ୨ ପୋଲିଂ ଅଫିସରଙ୍କୁ ସସ୍‌ପେଣ୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଚାଲିଥିବା ପ୍ରଥମ ଫେଜ୍‌ ଭୋଟିଂ ନେଇ ସିଇଓଙ୍କ ସୂଚନା । ତ୍ରୁଟି ପାଇଁ ୨ ପୋଲିଂ ଅଫିସରଙ୍କୁ ସସ୍‌ପେଣ୍ଡ କରାଯାଇଛି । ଗଞ୍ଜାମର ଜଣେ ଓ ନର୍ଲାର ଜଣେ ପୋଲିଂ ଅଫିସର ସସ୍‌ପେଣ୍ଡ୍‌ । ଚିକିଟିରେ କିଛି ଘଟଣା ଘଟିଛି, ଜିଲ୍ଲାପାଳଙ୍କ ସହ କଥା ହୋଇଛି । ମାତ୍ର ସେଠାରେ ମତଦାନ ଠିକ୍‌ଠାକ ଜାରି ରହିଛି । ଯେଉଁଠି ଇଭିଏମ ତ୍ରୁଟି ସାମ୍ନାକୁ ଆସିବ ଅଧ ଘଣ୍ଟାଏରେ ସମାଧାନ । ମକ୍‌ପୋଲ ବେଳେ ଯେଉଁଠି ତ୍ରୁଟି ସାମ୍ନାକୁ ଆସିଛି ରିପ୍ଲେସ ହୋଇଛି ।

ବିଶେଷକରି କଳାହାଣ୍ଡି ସଂସଦୀୟ କ୍ଷେତ୍ରରେ ତ୍ରୁଟି ସାମ୍ନାକୁ ଆସିଛି । ଭୋଟର ଭୋଟ ଦେବାକୁ ଲମ୍ବା ଲାଇନରେ ଅଛନ୍ତି ।’ ସେହିପରି ବିଚ୍ଛିନ୍ନାଞ୍ଚଳରେ ମତଦାନ ନେଇ ଖୁସି ପ୍ରକଟ କଲେ ସିଇଓ । ‘୨୦୧୯ରେ ୨୩ଟା ବୁଥ୍‌ ଲୋକେ ବିଏସଏଫ କ୍ୟାମ୍ପ୍‌ରେ ଭୋଟ ଦେଇଥିଲେ’ । ‘ମାତ୍ର ଏଥର ସେମାନେ ନିଜ ଗାଁରେ ଭୋଟ୍‌ ଦେଉଛନ୍ତି’ । ‘ଗତ ଥର ୧୦ଟି ବୁଥ୍‌ରେ କେହି ଭୋଟ ଦେଇ ନ ଥିଲେ’ । ମାତ୍ର ଏଥର ସେହି ୧୦ ବୁଥ୍‌ରେ ମତଦାନ ଚାଲିଥିବା ନେଇ ଗଣମାଧ୍ୟକୁ ସୂଚନା ଦେଇଛନ୍ତି ସିଇଓ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ