Masthead

ଅନ୍ଧାରରେ ଅନ୍ଧାରି ପଞ୍ଚାୟତର ଚଢେଇ ପାଟିଆ ଗାଁ

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା କୋରେଇ ବ୍ଲକ୍ ଅନ୍ଧାରି ପଞ୍ଚାୟତର ଚଢେଇ ପାଟିଆ ଗାଁରେ ବିକାଶ ବାଟହୁଡିଛି । ଯାଜପୁର ଓ କେନ୍ଦୁଝର ଜିଲ୍ଲାର ସୀମାରେ ଥିବା ଏହି ଗାଁର ସମସ୍ତେ ପ୍ରାୟ ହରିଜନ ଓ ଆଦିବାସୀ ସମ୍ପ୍ରଦାୟର । ୬୫ରୁ ଉଦ୍ଧ୍ୱର୍ ଦଳିତ ପରିବାରର ୪୦୦ ଲୋକଙ୍କ ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ନୁହେଁ । ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଛନ୍ତି । ପ୍ରତିପୋଷଣ କରନ୍ତି । ରାଜ୍ୟ ସରକାର ଠାରୁ ଆରମ୍ଭ କରି କେନ୍ଦ୍ର ସରକାର ପର୍ଯ୍ୟନ୍ତ ଗାଁ ଗାଁ ରେ ବିଜୁଳି ସଂଯୋଗ କରିବା ଲାଗି ଅନେକ ଯୋଜନା କରିଛନ୍ତି କିନ୍ତୁ ଏମାନଙ୍କ ନିକଟରେ ସେ ସବୁ ଯୋଜନା ସୁଫଳ ପହଞ୍ଚାଇବାରେ ବିଫଳ ହୋଇଛି ପ୍ରସାଶନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ