Masthead

ବିବାହ କଲେ ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲ

କ୍ରିକେଟରଙ୍କ ସହ ୟୁଟୁବରଙ୍କ ଯୋଡ଼ି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦେଖନ୍ତୁ ଏହି ଯୋଡ଼ିକୁ । ଜଣେ କ୍ରିକେଟର କୁ ଆଉ ଜଣେ ୟୁଟୁବର । ଏହି ଯୋଡ଼ି ଏବେ ବିବାହ କରିଛନ୍ତି । ଏହି ବନ୍ଧନରେ ଆବଦ୍ଧ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲ । ଚହଲ ତାଙ୍କ ବହୁ ଦିନର ବାନ୍ଧବୀ ତଥା କୋରିଓଗାଫର ଧାନଶ୍ରୀ ବର୍ମାଙ୍କ ହାତ ଧରିଛନ୍ତି । ଧାନଶ୍ରୀ ବର୍ମା ଜଣେ ଫେମସ ୟୁଟୁବର ତଥା କୋରିଓଗ୍ରାଫର ।

ଧାନଶ୍ରୀଙ୍କ ସହ ମଙ୍ଗଳବାର ଗୁରୁଗ୍ରାମସ୍ଥିତ କରମା ଲେକ୍ ରିସୋର୍ଟରେ ହିନ୍ଦୁ ରୀତିନୀତି ଅନୁଯାୟୀ ବିବାହ ଅନୁଷ୍ଠିତ ହୋଇଛି । ଯେଉଁ ଥିରେ ଚହଲ ଓ ଧାନଶ୍ରୀଙ୍କ ପରିବାର ବର୍ଗଙ୍କ ବ୍ୟତୀତ କିଛି ବନ୍ଧୁ ମଧ୍ୟ ଉପସ୍ଥିତ ଥିଲେ । ବିବାହ ସମୟର କିଛି ଫଟୋକୁ ଚହଲ ତାଙ୍କ ଇନଷ୍ଟାଗ୍ରାମରେ ସେୟାର କରିଛନ୍ତି । ଗତ ଅଗଷ୍ଟରେ ଚହଲଙ୍କର ଧାନଶ୍ରୀଙ୍କ ସହ ନିର୍ବନ୍ଧ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ