Masthead

ବିବାହ କଲେ ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲ

କ୍ରିକେଟରଙ୍କ ସହ ୟୁଟୁବରଙ୍କ ଯୋଡ଼ି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦେଖନ୍ତୁ ଏହି ଯୋଡ଼ିକୁ । ଜଣେ କ୍ରିକେଟର କୁ ଆଉ ଜଣେ ୟୁଟୁବର । ଏହି ଯୋଡ଼ି ଏବେ ବିବାହ କରିଛନ୍ତି । ଏହି ବନ୍ଧନରେ ଆବଦ୍ଧ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲ । ଚହଲ ତାଙ୍କ ବହୁ ଦିନର ବାନ୍ଧବୀ ତଥା କୋରିଓଗାଫର ଧାନଶ୍ରୀ ବର୍ମାଙ୍କ ହାତ ଧରିଛନ୍ତି । ଧାନଶ୍ରୀ ବର୍ମା ଜଣେ ଫେମସ ୟୁଟୁବର ତଥା କୋରିଓଗ୍ରାଫର ।

ଧାନଶ୍ରୀଙ୍କ ସହ ମଙ୍ଗଳବାର ଗୁରୁଗ୍ରାମସ୍ଥିତ କରମା ଲେକ୍ ରିସୋର୍ଟରେ ହିନ୍ଦୁ ରୀତିନୀତି ଅନୁଯାୟୀ ବିବାହ ଅନୁଷ୍ଠିତ ହୋଇଛି । ଯେଉଁ ଥିରେ ଚହଲ ଓ ଧାନଶ୍ରୀଙ୍କ ପରିବାର ବର୍ଗଙ୍କ ବ୍ୟତୀତ କିଛି ବନ୍ଧୁ ମଧ୍ୟ ଉପସ୍ଥିତ ଥିଲେ । ବିବାହ ସମୟର କିଛି ଫଟୋକୁ ଚହଲ ତାଙ୍କ ଇନଷ୍ଟାଗ୍ରାମରେ ସେୟାର କରିଛନ୍ତି । ଗତ ଅଗଷ୍ଟରେ ଚହଲଙ୍କର ଧାନଶ୍ରୀଙ୍କ ସହ ନିର୍ବନ୍ଧ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା