Masthead

ତୃତୀୟ ଦିନରେ ମା’ ତାରିଣୀଙ୍କ ଚଇତି ଯାତ୍ରା

ହରିଚନ୍ଦନପୁର(ବଡ଼ ଖବର ବ୍ୟୁରୋ): ତୃତୀୟ ଦିନରେ ମା ତାରିଣୀଙ୍କ ଚଇତି ଯାତ୍ରା । ଘଟଗାଁ ବାସିନୀ ମା ତାରିଣୀଙ୍କ ପ୍ରସିଦ୍ଧ ୮୭ତମ ଚଇତି ଯାତ୍ରା ଧୁନଧାମରେ ପାଳିତ ହେଉଛି । ଆଜି ମଧ୍ୟ ମା ସୁନା ବେଶରେ ଦର୍ଶନ ଦେଉଛନ୍ତି । ଏଥିସହ ଆଜି ମଙ୍ଗଳବାର ହୋଇଥିବାରୁ ରାତି ୪ରୁ ସେବାୟତମାନେ ଯଥା ରୀତି ନୀତିକାନ୍ତି ସମାପନ କରିଥିଲେ । ମାଙ୍କୁ ସୁନାବେଶରେ ସଜ୍ଜିତ କରିଥିଲେ । ସକାଳୁ ମାଙ୍କ ଦୁର୍ଲଭ ସୁନାବେଶକୁ ଦେଖିବା ପାଇଁ ବହୁ ସଂଖ୍ୟାରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ