Masthead

ତୃତୀୟ ଦିନରେ ମା’ ତାରିଣୀଙ୍କ ଚଇତି ଯାତ୍ରା

ହରିଚନ୍ଦନପୁର(ବଡ଼ ଖବର ବ୍ୟୁରୋ): ତୃତୀୟ ଦିନରେ ମା ତାରିଣୀଙ୍କ ଚଇତି ଯାତ୍ରା । ଘଟଗାଁ ବାସିନୀ ମା ତାରିଣୀଙ୍କ ପ୍ରସିଦ୍ଧ ୮୭ତମ ଚଇତି ଯାତ୍ରା ଧୁନଧାମରେ ପାଳିତ ହେଉଛି । ଆଜି ମଧ୍ୟ ମା ସୁନା ବେଶରେ ଦର୍ଶନ ଦେଉଛନ୍ତି । ଏଥିସହ ଆଜି ମଙ୍ଗଳବାର ହୋଇଥିବାରୁ ରାତି ୪ରୁ ସେବାୟତମାନେ ଯଥା ରୀତି ନୀତିକାନ୍ତି ସମାପନ କରିଥିଲେ । ମାଙ୍କୁ ସୁନାବେଶରେ ସଜ୍ଜିତ କରିଥିଲେ । ସକାଳୁ ମାଙ୍କ ଦୁର୍ଲଭ ସୁନାବେଶକୁ ଦେଖିବା ପାଇଁ ବହୁ ସଂଖ୍ୟାରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ