Masthead

ଶନିବାର ଚକାଜାମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଦେଶରେ ଚକାଜାମ କରିବ ଚାଷୀ ସଂଗଠନ । କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ବନ୍ଦର ଡାକରା ଦେଇଛନ୍ତି ଚାଷୀ । ତେବେ ଏହି ଚକାଜାମ ଶାନ୍ତିପୂର୍ଣ୍ଣ ହେବାନେଇ କହିଛନ୍ତି ଭାରତୀୟ କିଷାନ ୟୁନିଅନ ନେତା ରାକେଶ ଟିକାୟତ । ହେଲେ ଦିଲ୍ଲୀରେ ହେବ ନାହିଁ ଚକା ଜାମ ।

ତେବେ ଆସନ୍ତାକାଲି ଓଡିଶାରେ ମଧ୍ୟ ଅଖ ଜାମ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ । ଦିନ ୧୨ଟାରୁ ଅପରାହ୍ଣ ୩ଟା ପର୍ୟ୍ୟନ୍ତ ରାଜ୍ୟରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବ ନବ ନିର୍ମାଣ କୃଷକ ସଂଗଠନ । ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହିତ କୃଷି ବିଲ ହେବା ଦ୍ୱାରା ଚାଷୀ କେତେ ଅସୁବିଧାର ସମ୍ମୁ୍ଖିନ ହେବ ସେନେଇ ଲୋକମାନଙ୍କୁ ସଚେତନ କରାଇବ । ଅନ୍ୟପଟେ ଏହି ଚକାଜାମକୁ ସମର୍ଥନ କରିଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ