Masthead

ଶନିବାର ଚକାଜାମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଦେଶରେ ଚକାଜାମ କରିବ ଚାଷୀ ସଂଗଠନ । କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ବନ୍ଦର ଡାକରା ଦେଇଛନ୍ତି ଚାଷୀ । ତେବେ ଏହି ଚକାଜାମ ଶାନ୍ତିପୂର୍ଣ୍ଣ ହେବାନେଇ କହିଛନ୍ତି ଭାରତୀୟ କିଷାନ ୟୁନିଅନ ନେତା ରାକେଶ ଟିକାୟତ । ହେଲେ ଦିଲ୍ଲୀରେ ହେବ ନାହିଁ ଚକା ଜାମ ।

ତେବେ ଆସନ୍ତାକାଲି ଓଡିଶାରେ ମଧ୍ୟ ଅଖ ଜାମ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ । ଦିନ ୧୨ଟାରୁ ଅପରାହ୍ଣ ୩ଟା ପର୍ୟ୍ୟନ୍ତ ରାଜ୍ୟରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବ ନବ ନିର୍ମାଣ କୃଷକ ସଂଗଠନ । ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହିତ କୃଷି ବିଲ ହେବା ଦ୍ୱାରା ଚାଷୀ କେତେ ଅସୁବିଧାର ସମ୍ମୁ୍ଖିନ ହେବ ସେନେଇ ଲୋକମାନଙ୍କୁ ସଚେତନ କରାଇବ । ଅନ୍ୟପଟେ ଏହି ଚକାଜାମକୁ ସମର୍ଥନ କରିଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’