Masthead

କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ଖସିପାରେ ଦିନର ତାପମାତ୍ରା । ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ଆସନ୍ତା ୨ ଦିନ ରାଜ୍ୟରେ କାଳବୈଶାଖି ହେବାର ସମ୍ବାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ,ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ , ଝାରସୁଗୁଡା, ବରଗଡ, ଦେବଗଡ, ସମ୍ବଲପୁର ଅନୁଗୁଳ ବୈାଦ୍ଧ ଓ ମୟୁରଭଞ୍ଜ ଆଦି ଜିଲ୍ଲାଗୁଡିକରେ ବର୍ଷାର ସମ୍ଭାବନା ରହିଛି ।

ଆସନ୍ତାକାଲି ଅପରାହ୍ନରୁ କେନ୍ଦୁଝର , ମୟୁରଭଞ୍ଜ , ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରେ ମଧ୍ୟ କାଳବୈଶାଖିର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ଗୁଡିକୁ ଆଂଚଳିକ ପାଣିପାଗ କେନ୍ଦ୍ର ତରଫରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଆସନ୍ତା ଦୁୁଇ ଦିନ ମଧ୍ୟ ଭୁବନେଶ୍ୱରର ତାପମାତ୍ରା ୩୯ ଡିଗ୍ରୀ ରହିବ । ଆଗାମୀ ୪/୫ଦିନ ମଧ୍ୟ ପାଗରେ ସେଭଳି ପରିବର୍ତ୍ତନ ହେବାର ଆଶଙ୍କା ନାହିଁ ବୋଲି କହିଛି ଆଂଚଳିକ ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ