Masthead

କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ତାତିରୁ ମିଳିଛି ଆଶ୍ୱସ୍ତି । ୪ଦିନ କାଳବୈଶାଖୀ ସମ୍ଭାବନା । ରାଜ୍ୟରେ କିଛି କିଛି ସ୍ଥାନରେ ତାପମାତ୍ରା ବଢିଥିବା ବେଳେ କେତେକ ସ୍ଥାନରେ ପାରଦ ସ୍ତର ଖସିଛି । ରାଜ୍ୟରେ ୯ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି । ଟିଟିଲାଗଡରେ ୪୨ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ।

ଏଥିସହ ଝାରସୁଗୁଡା, ତାଳଚେର, ଭବାନୀପାଟଣା, ବଲାଙ୍ଗିର, ମାଲକାନାଗିରି, ସୋନପୁର, ବୈଦ୍ଧ ଓ ରାୟଗଡାରେ ତାପମାତ୍ରା ୪୦ ଡିଗ୍ରୀ ପାର କରିଛି । ସେହିପରି କେନ୍ଦ୍ରର ସୂଚନା ଅନୁସାରେ ଶୁକ୍ରବାର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ କେନ୍ଦ୍ରାପଡ଼ାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଣୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’