Masthead

କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ଖସିପାରେ ଦିନର ତାପମାତ୍ରା । ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ଆସନ୍ତା ୨ ଦିନ ରାଜ୍ୟରେ କାଳବୈଶାଖି ହେବାର ସମ୍ବାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ,ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ , ଝାରସୁଗୁଡା, ବରଗଡ, ଦେବଗଡ, ସମ୍ବଲପୁର ଅନୁଗୁଳ ବୈାଦ୍ଧ ଓ ମୟୁରଭଞ୍ଜ ଆଦି ଜିଲ୍ଲାଗୁଡିକରେ ବର୍ଷାର ସମ୍ଭାବନା ରହିଛି ।

ଆସନ୍ତାକାଲି ଅପରାହ୍ନରୁ କେନ୍ଦୁଝର , ମୟୁରଭଞ୍ଜ , ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରେ ମଧ୍ୟ କାଳବୈଶାଖିର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ଗୁଡିକୁ ଆଂଚଳିକ ପାଣିପାଗ କେନ୍ଦ୍ର ତରଫରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଆସନ୍ତା ଦୁୁଇ ଦିନ ମଧ୍ୟ ଭୁବନେଶ୍ୱରର ତାପମାତ୍ରା ୩୯ ଡିଗ୍ରୀ ରହିବ । ଆଗାମୀ ୪/୫ଦିନ ମଧ୍ୟ ପାଗରେ ସେଭଳି ପରିବର୍ତ୍ତନ ହେବାର ଆଶଙ୍କା ନାହିଁ ବୋଲି କହିଛି ଆଂଚଳିକ ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା