Masthead

୪୮ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପାଗ ମେଘୁଆ ସହ କିଛି ସ୍ଥାନରେ ପ୍ରବଳ ବର୍ଷା ବି ଆରମ୍ଭ ହୋଇଯାଇଛି । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।

କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଅନ୍ୟ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ସେହିପରି କନ୍ଧମାଳ, ବୌଦ୍ଧ, ପୁରୀ ଖୋର୍ଦ୍ଧା ଓ କଟକ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର ଓ ନୂଆପଡା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏହାସହ ଆସନ୍ତା ୫ଦିନ ଯାଏ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ