Masthead

୧୧ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ମୌସୁମୀ ବର୍ଷା ସ୍ୱଳ୍ପ ହେଉଛି । ଆକାଶ ନିର୍ମଳ ରହିବା ସହ ଧଳା ମେଘ ଖଣ୍ଡ ଦେଖାଦେଉଛି । ଆସନ୍ତା ଦୁଇ ସପ୍ତାହ ଯାଏଁ ମୌସୁମୀ ବର୍ଷା ନାହିଁ । ମହାଷ୍ଟମୀଠାରୁ ଦଶମୀ ଯାଏ ମେଘୁଆ ପାଗ ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ପୂର୍ବାନୁମାନ କରିଛନ୍ତି ।

ତେବେ ସୋମବାର ରାଜ୍ୟର ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି । ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା