୧୧ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ମୌସୁମୀ ବର୍ଷା ସ୍ୱଳ୍ପ ହେଉଛି । ଆକାଶ ନିର୍ମଳ ରହିବା ସହ ଧଳା ମେଘ ଖଣ୍ଡ ଦେଖାଦେଉଛି । ଆସନ୍ତା ଦୁଇ ସପ୍ତାହ ଯାଏଁ ମୌସୁମୀ ବର୍ଷା ନାହିଁ । ମହାଷ୍ଟମୀଠାରୁ ଦଶମୀ ଯାଏ ମେଘୁଆ ପାଗ ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ପୂର୍ବାନୁମାନ କରିଛନ୍ତି ।

ତେବେ ସୋମବାର ରାଜ୍ୟର ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି । ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’