Masthead

୧୬ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ଼ । ଏହା ପ୍ରଭାବରେ ଆଜି କିଛି ଜିଲ୍ଲାରେ ବର୍ଷା ହୋଇପାରେ । ଗତକାଲି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହୋଇଥିଲା । ୧୬ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି କେନ୍ଦୁଝର, ମୟୂରଭଞ୍ଜ ଏବଂ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ବର୍ଷା ରେକର୍ଡ ହୋଇଥିଲା। ଆସନ୍ତାକାଲିଠୁ ପାଗ ଶୁଖିଲା ରହିବ। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ୨ଦିନ ପରେ ତାପମାତ୍ରା ସାମାନୂ ବଢ଼ିବା ନେଇ ପୂର୍ବାନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ