Masthead

୯ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବର୍ଷାରେ ଭିଜୁଛି ଓଡ଼ିଶା । ମୌସୁମୀ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେଉଛି । ତେବେ ଶୁକ୍ରବାର ରାଜ୍ୟର ଉପକୂଳ ଓଡ଼ିଶାରେ ଅଧିକାଂଶ ଜାଗାରେ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ଜାଗାରେ ବର୍ଷା ହେବ । ଶୁକ୍ରବାର ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ପାଣିପାଗ ବିଭାଗ କହିଛି, ଶୁକ୍ରବାର କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ବୌଦ୍ଧ, ପୁରୀ, ଅନୁଗୁଳ, ବଲାଙ୍ଗିର ଓ କଟକରେ ପ୍ରବଳ ବର୍ଷା ହୋଇପାରେ। ଏହାବାଦ୍‌ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା,ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଢେଙ୍କାନାଳରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି। ୨୮ ତାରିଖରେ ମଧ୍ୟ କେତେକ ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ