Masthead

ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ, ବର୍ଷା ସମ୍ଭାବନା । ଏନେଇ ୨୦ଟି ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହା ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ପୂର୍ବ କେନ୍ଦ୍ରୀୟ ବଙ୍ଗାପସାଗରରେ ଅଞ୍ଚଳରେ ଲଘୁଚାପର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି