Before Header

ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା

0 57

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ, ବର୍ଷା ସମ୍ଭାବନା । ଏନେଇ ୨୦ଟି ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହା ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ପୂର୍ବ କେନ୍ଦ୍ରୀୟ ବଙ୍ଗାପସାଗରରେ ଅଞ୍ଚଳରେ ଲଘୁଚାପର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.