Masthead

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ସମ୍ଭାବନା । ଜିଳ୍ଲା ଗୁଡ଼ିକ ମଧ୍ୟରେ ରହିଛି ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଆଦି ରହିଛି। ଏଥିପାଇଁ ଉକ୍ତ ୯ ଜିଲ୍ଲାର ବାସିନ୍ଦାଙ୍କୁ ବର୍ଷା ସମୟରେ ସତର୍କ ରହିବାକୁ ପରାମର୍ଶ ଦେବା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା କାଲି ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ଥିବା ବେଳେ ୨୧ରୁ ୨୪ ତାରିଖ ଯାଏଁ ଅନେକ ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ଆଶଙ୍କା ରହିଛି।

ଏଥିପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାୟଗଡ଼ାରେ ସର୍ବାଧିକ ୩୨.୧ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୭.୫ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି। ୨୪ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଅନୁମାନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ