Masthead

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା..

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ମିଳିପାରେ ଆଶ୍ବସ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜର ରାଇରଙ୍ଗପୁରଠାରେ ସର୍ବାଧିକ ୬ ସେମି ବର୍ଷା ହୋଇଛି। ତେବେ ୧୭ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ।

ଅଳ୍ପ କିଛି ସ୍ଥାନରେ ବଜ୍ରପାତର ଆଶଙ୍କା ମଧ୍ୟ ରହିଛି। ତାହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୧ ଜିଲ୍ଲା ପାଇଁ‌ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଏବଂ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ୧୯ ଓ ୨୦ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବା ନେଇ ଅନୁମାନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା