୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାରୁ ଜନଜୀବନ ପ୍ରଭାବିତ ହୋଇଛି । ପାଣିପାଗ ବିଭାଗର ପୂର୍ବାନୁମାନ, ୨୪ ଘଣ୍ଟା ଭିତରେ ପୁଣି ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୮ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଉତ୍ତର ଓଡ଼ିଶା ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୩୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହୋଇପାରେ । ୨୮ ତାରିଖ ବେଳକୁ ବର୍ଷା ବଢ଼ିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।  ୨୭ ଓ ୨୮ ତାରିଖ ବେଳକୁ ବର୍ଷା ବଢ଼ିବ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ । ୩୦ ଓ ୩୧ରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ