Masthead

ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସେପ୍ଟେମ୍ବରରେ ସ୍ବାଭାବିକ ବର୍ଷା ସମ୍ଭାବନା । ଉତ୍ତର, ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ‌ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ସେଭଳି ବର୍ଷା ହେବ ନାହିଁ।

କଟକ, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ଗଜପତି, କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ବଲାଙ୍ଗୀର ଓ କୋରାପୁଟ ଜିଲ୍ଲାରେ ସ୍ବାଭାବିକଠାରୁ ୪୦% ପର୍ଯ୍ୟନ୍ତ ନିଅଣ୍ଟିଆ ବର୍ଷା ହୋଇପାରେ। କିନ୍ତୁ କୌଣସି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହେବ ନାହିଁ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ପୂର୍ବାନୁମାନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା