Masthead

ଆସନ୍ତା ଦୁଇଦିନ ଯାଏଁ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ଦୁଇଦିନ ଯାଏଁ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା । ୧୧ଟି ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ୧୧ଟି ଜିଲ୍ଲାରେ ବର୍ଷା ସହ ବିଜୁଳି,ଘଡଘଡି ସହ ବର୍ଷା ସମ୍ଭାବନା ।

ଏସବୁ ଜିଳ୍ଳା ଗୁଡିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କେନ୍ଦ୍ରାପଡା, କଟକ , ଜଗତସିଂହପୁର,କେନ୍ଦୁଝର,ୟମୁରଭଞ୍ଜ,ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ । ସେହିପରି ଆସନ୍ତାକାଲି ପାଇଁ ୧୦ଟି ଜିଲ୍ଲା ଯଥାକ୍ରମେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ,ବାଲେଶ୍ୱର, ଭଦ୍ରକ, ଯାଜପୁର,ଗଜପତି, ରାୟଗଡା,କୋରାପୁଟ,ମାଲକାନଗିରିକୁ ୟୋଲୋୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି