Masthead

ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବର୍ଷା ସମ୍ଭାବନା । ଦୁଇ ଦିନ ଧରି ଲାଗିରହିବ ବର୍ଷା । ବଡ଼ ଧରଣର ବର୍ଷା ହେବାର ସମ୍ଭାବନା ନାହିଁ । ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ଦୁଇଦିନ ଦକ୍ଷିଣ ଓଡ଼ିଶାରେ ହିଁ ମୁଖ୍ୟତଃ ବର୍ଷା ହେବ । ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ ।

୧୬ ଓ ୧୭ ତାରିଖରେ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ମଙ୍ଗଳବାର ଦିନ ପୁରୀରେ ୨୫ ମିଲିମିଟର ବର୍ଷା ସମ୍ଭାବନା ଥିବାବେଳେ ତାଳଚେରରେ ୪୦ ମିଲିମିଟର, ମାଲକାନଗିରିରେ ୪୩.୪, ନୟାଗଡ଼ରେ ୩୦, ଦାରିଙ୍ଗିବାଡ଼ିରେ ୧୯, ଚାନ୍ଦବାଲିରେ ୧୨.୭, ଟିଟିଲାଗଡ଼ରେ ୧୪.୪ ମିମି ବର୍ଷା ହୋଇଥିଲା। ଭୁବନେଶ୍ୱର, କଟକ ସମେତ କେତେକ ଜାଗାରେ ବି ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି