Masthead

ରାଜ୍ୟରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ହେବ କାଳବୈଶାଖୀ ବର୍ଷା । ଏନେଇ ପାଣିପାଗ ବିଭାଗ ତରଫରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୪୦ ରୁ ୫୦ କିଲୋମିଟର ରହିପାରେ । କାଳବୈଶାଖୀ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି । ଯେଉଁଥିପାଇଁ ତାତିରୁ ସାମନ୍ୟ ଆଶ୍ୱସ୍ତି ଲାଭ କରିଛନ୍ତି ରାଜ୍ୟବାସୀ । ତେବେ ଝଡତୋଫାନ ବର୍ଷାକୁ ନେଇ ବିଭିନ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସର୍ତକ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଦକ୍ଷିଣ ଓଡିଶାର କିଛି ସ୍ଥାନରେ କୁଆ ପଥର ବର୍ଷା ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ