Masthead

କାଳବୈଶାଖୀ ବର୍ଷାର ସମ୍ଭାବନା

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): କାଳବୈଶାଖୀ ବର୍ଷାର ସମ୍ଭାବନା । ଏହାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ ଅନୁଯାୟୀ, ଗୁରୁବାର ପୂର୍ବାହ୍ନ ସୁଦ୍ଧା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ଗଜପତି ଜିଲ୍ଲାର କେତେକ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ସହ ବଜ୍ରପାତ ହୋଇପାରେ।

ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ଉପରୋକ୍ତ ଜିଲ୍ଲା ସମେତ ସୋନପୁର, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ବରଗଡ଼ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ୧୯ ତାରିଖ ପର୍ଯ୍ୟନ୍ତ ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହୋଇପାରେ ‌ବୋଲି ପାଣିପାଗ କେନ୍ଦ୍ର କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!