Masthead

ରାଷ୍ଟ୍ରପତି ଅନ୍ଧାରରେ ଭାଷଣ ଦେବା ଘଟଣା, କ୍ଷମା ମାଗିଲେ କୁଳପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ତନାଘନା । ଆରଡିସି ଡାକିଲେ ଜରୁରୀ ବୈଠକ । ବାରିପଦା ସର୍କିଟ ହାଉସରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ମୟୂରଭଞ୍ଜ ଜିଲ୍ଲାପାଳ, ବାରିପଦା ଏଡିଏମ ଉପସ୍ଥିତ । ଟାଟାପାୱାର ଅଧିକାରୀଙ୍କ ସହ ବରିଷ୍ଠ ଅଫିସର ସାମିଲ । ସେପଟେ କ୍ଷମା ମାଗିଲେ ଏମଏସସିବିୟୁ କୁଳପତି ପ୍ରଫେସର ସନ୍ତୋଷ ତ୍ରିପାଠୀ । କହିଲେ ଏଭଳି ତ୍ରୁଟି ପାଇଁ ମୁଁ ନିଜେ ନିଜକୁ ଦାୟୀ କରୁଛି । ବିଲଡିଂ ଇଡକୋ ତିଆରି କରିଥିଲା । ଜେନେରେଟର ବି ସଜାଡ଼ିଥିଲା । ଡେଡିକେଟେଡ ଜେନେରେଟର ବି ଥିଲା ହେଲେ କାମ ଦେଲାନି । ଆମକୁ ଏଥିପାଇଁ ଲଜ୍ଜିତ ହେବାକୁ ପଡ଼ିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି