Masthead

ସାବାସ ଗ୍ରାମବାସୀ

ଚାନ୍ଦାବାଲି (ବଡ଼ ଖବର ବ୍ୟୁରୋ): ସେନାବାହିନୀ ଓ ପୋଲିସରେ ଚାକିରି ପାଇଥିବା ଦୁଇ ଯୁବକଙ୍କୁ ଗ୍ରାମବାସୀଙ୍କ ସମ୍ବର୍ଦ୍ଧନା । ସେମାନଙ୍କୁ ଉତ୍ସାହିତ କରିବା ପାଇଁ ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଶୁଭଦିଆ ଗ୍ରାମବାସୀ ଓ ନେତାଜୀ କ୍ଲବର ସଦସ୍ୟ ମାନେ ଦୁଇ ଯୁବକଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା ଜଣାଇଛନ୍ତି । ଦିବ୍ୟରଞ୍ଜନ ଦତ ଓ ଅଶ୍ୱିନୀ ଧଳଙ୍କୁ ସମ୍ବର୍ଦ୍ଧନା । ସେମାନେ ପାଠପଢୁଥିବା ଶୁଭଦିଆ ସରକାରୀ ବିଦ୍ୟାଳୟରେ ଏହି ସମ୍ବର୍ଦ୍ଧନା ସଭା ଆୟୋଜନ କରାଯାଇଥିଲା । ଚାନ୍ଦବାଲି ଏସ୍.ଡି.ପି.ଓ ଉମାଶଙ୍କର ମହାରଣା ମୁଖ୍ୟ ଅତିଥୀଭାବେ ଯୋଗ ଦେଇଥିବା ବେଳେ ସ୍ଥାନୀୟ ସରପଞ୍ଚ ଲକ୍ଷ୍ମଣ ଜେନା ଓ ବିଶିଷ୍ଟ ସମାଜସେବୀ ଲକ୍ଷ୍ମୀଧର ରାଉତ ପ୍ରମୁଖ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ