ସାବାସ ଗ୍ରାମବାସୀ

ଚାନ୍ଦାବାଲି (ବଡ଼ ଖବର ବ୍ୟୁରୋ): ସେନାବାହିନୀ ଓ ପୋଲିସରେ ଚାକିରି ପାଇଥିବା ଦୁଇ ଯୁବକଙ୍କୁ ଗ୍ରାମବାସୀଙ୍କ ସମ୍ବର୍ଦ୍ଧନା । ସେମାନଙ୍କୁ ଉତ୍ସାହିତ କରିବା ପାଇଁ ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଶୁଭଦିଆ ଗ୍ରାମବାସୀ ଓ ନେତାଜୀ କ୍ଲବର ସଦସ୍ୟ ମାନେ ଦୁଇ ଯୁବକଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା ଜଣାଇଛନ୍ତି । ଦିବ୍ୟରଞ୍ଜନ ଦତ ଓ ଅଶ୍ୱିନୀ ଧଳଙ୍କୁ ସମ୍ବର୍ଦ୍ଧନା । ସେମାନେ ପାଠପଢୁଥିବା ଶୁଭଦିଆ ସରକାରୀ ବିଦ୍ୟାଳୟରେ ଏହି ସମ୍ବର୍ଦ୍ଧନା ସଭା ଆୟୋଜନ କରାଯାଇଥିଲା । ଚାନ୍ଦବାଲି ଏସ୍.ଡି.ପି.ଓ ଉମାଶଙ୍କର ମହାରଣା ମୁଖ୍ୟ ଅତିଥୀଭାବେ ଯୋଗ ଦେଇଥିବା ବେଳେ ସ୍ଥାନୀୟ ସରପଞ୍ଚ ଲକ୍ଷ୍ମଣ ଜେନା ଓ ବିଶିଷ୍ଟ ସମାଜସେବୀ ଲକ୍ଷ୍ମୀଧର ରାଉତ ପ୍ରମୁଖ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’