Masthead

ଶଙ୍ଖ ଛାଡି ହାତ ଧରିଲେ ଶତାଧିକ କର୍ମୀ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ବିଗତ ଦିନରେ ଚାନ୍ଦବାଲି ନିର୍ବାଚନମଣ୍ଡଳି କଂଗ୍ରେସର ଗଡ଼ ଥିଲା ହେଲେ କିଛି କଂଗ୍ରେସ ନେତା ମାନଙ୍କ ପାଇଁ ଚାନ୍ଦବାଲି କଂଗ୍ରେସ ତଳକୁ ଖସି ଆସିଛି । କିନ୍ତୁ ଏଥର ଚାନ୍ଦବାଲି କଂଗ୍ରେସର ବିଜୟର ସ୍ୱାଦ ଚାଖିବା ସୁନିଶ୍ଚିତ ବୋଲି ଏକ ମିଶ୍ରଣ ପର୍ବରେ କହିଛନ୍ତି ବିଧାୟକ ପ୍ରାର୍ଥୀ ଅମୀୟ ମହାପାତ୍ର ।

ଏନେଇ ଧାମରା କୋଇଥୋକୋଲା ଠାରେ କଂଗ୍ରେସ ଏକ ମହା ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇ ଯାଇଛି । ଶଙ୍ଖ ଛାଡି ହାତ ଧରିଛନ୍ତି ଶତାଧିକ ନେତା ଓ କର୍ମୀ। ଉକ୍ତ ମିଶ୍ରଣ ପର୍ବରେ ବିଧାୟକ ପ୍ରାର୍ଥୀ ଅମୀୟ ମହାପାତ୍ର, କଂଗ୍ରେସ ନେତା ଦିଗମ୍ବର ଦାସ, କୋଇଥୋକୋଲା ସରପଞ୍ଚ ଓ ଅନେକ ନେତା ଉପସ୍ଥିତ ରହି କର୍ମୀମାନଙ୍କୁ କଂଗ୍ରେସର ଦଳୀୟ ଉତରୀୟ ଦେଇ ସ୍ୱାଗତ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା