Masthead

ଶଙ୍ଖ ଛାଡି ହାତ ଧରିଲେ ଶତାଧିକ କର୍ମୀ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ବିଗତ ଦିନରେ ଚାନ୍ଦବାଲି ନିର୍ବାଚନମଣ୍ଡଳି କଂଗ୍ରେସର ଗଡ଼ ଥିଲା ହେଲେ କିଛି କଂଗ୍ରେସ ନେତା ମାନଙ୍କ ପାଇଁ ଚାନ୍ଦବାଲି କଂଗ୍ରେସ ତଳକୁ ଖସି ଆସିଛି । କିନ୍ତୁ ଏଥର ଚାନ୍ଦବାଲି କଂଗ୍ରେସର ବିଜୟର ସ୍ୱାଦ ଚାଖିବା ସୁନିଶ୍ଚିତ ବୋଲି ଏକ ମିଶ୍ରଣ ପର୍ବରେ କହିଛନ୍ତି ବିଧାୟକ ପ୍ରାର୍ଥୀ ଅମୀୟ ମହାପାତ୍ର ।

ଏନେଇ ଧାମରା କୋଇଥୋକୋଲା ଠାରେ କଂଗ୍ରେସ ଏକ ମହା ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇ ଯାଇଛି । ଶଙ୍ଖ ଛାଡି ହାତ ଧରିଛନ୍ତି ଶତାଧିକ ନେତା ଓ କର୍ମୀ। ଉକ୍ତ ମିଶ୍ରଣ ପର୍ବରେ ବିଧାୟକ ପ୍ରାର୍ଥୀ ଅମୀୟ ମହାପାତ୍ର, କଂଗ୍ରେସ ନେତା ଦିଗମ୍ବର ଦାସ, କୋଇଥୋକୋଲା ସରପଞ୍ଚ ଓ ଅନେକ ନେତା ଉପସ୍ଥିତ ରହି କର୍ମୀମାନଙ୍କୁ କଂଗ୍ରେସର ଦଳୀୟ ଉତରୀୟ ଦେଇ ସ୍ୱାଗତ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା