Masthead

ବିଜେପିର ମିଶ୍ରଣ ପର୍ବ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ବଜରାପୁର ପଞ୍ଚାୟତରେ ବିଜେପିର ମିଶ୍ରଣ ପର୍ବ । ଅନ୍ୟଦଳ ଛାଡି ବିଜେପିର ଯୋଗ ଦେଲେ ୧୦୦ରୁ ଅଧିକ କର୍ମୀ । ସାଧାରଣ ନିର୍ବାଚନକୁ ମାତ୍ର କିଛିଦିନ ବାକି ଥିବା ବେଳେ ନେତା ଏବଂ କର୍ମୀ ମାନଙ୍କ ଭିତରେ ଦଳ ବଦଳ ରାଜନୀତି ଥମିବାରେ ନା ଧରୁନି। ଏମିତି ଏକ ମିଶ୍ରଣ ଦେଖିବାକୁ ମିଳିଛି ଚାନ୍ଦବାଲି ବ୍ଲକ ବଜରାପୁର ପଞ୍ଚାୟତରେ ।

ବିଜେଡି ଏବଂ କଂଗ୍ରେସ ଦଳଛାଡି ଭଦ୍ରକ ବିଜେପି ଲୋକୋସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ , ମିତ୍ରଭାନୁ ଦାସ, ବଜରାପୁର ପଞ୍ଚାୟତରେ ବିଜେପି ନେତା ବାପି ପଣ୍ଡାଙ୍କ ଉପସ୍ଥିତିରେ ବଜରାପୁର ପଞ୍ଚାୟତର ୧୦୦ରୁ ଅଧିକ ଆଗ ଧାଡିର ନେତା ଓ କର୍ମୀ ଯୋଗ ଦେବା ସହିତ ବିଜେପି ଦଳୀୟ ଉତରୀୟ ଦେଇ କର୍ମୀମାନଙ୍କୁ ସ୍ୱାଗତ କରା ଯାଇଥିଲା। ଆସନ୍ତା ସାଧାରଣ ନିର୍ବାଚନରେ ବଜରାପୁର ପଞ୍ଚାୟତରେ ବିଜେପି ଆହୁରି ଭଲ ପ୍ରଦର୍ଶନ କରିବ ବୋଲି କହିଛନ୍ତି ନେତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ