Masthead

ଆଜିଠୁ ଭିତର ଚନ୍ଦନଯାତ୍ରା, ୨୧ ଦିନ ଧରି ଚାଲିବ ନୀତିକାନ୍ତିି

ପୁରୀ (ବଡ଼ ଖବର ବ୍ୟୁରୋ): ସରିଲା ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା । ଆଜି ଠୁ ୨୧ ଦିନ ଧରି ଆରମ୍ଭ ହେବ ଭିତର ଚନ୍ଦନଯାତ୍ରା ।  ଶ୍ରୀମନ୍ଦିର ଭିତର ବେଢା ଓ ବାହାର ବେଢା ଥିବା ଜଳକ୍ରୀଡ଼ା ମଣ୍ଡପରେ ଶ୍ରୀଜିଉଙ୍କ ଜଳକ୍ରୀଡ଼ା ନୀତି କରାଯିବ । ପ୍ରତିଦିନ ଆଲଟ ଲାଗି ଓ ଚନ୍ଦନ ଲାଗି ନୀତି କରାଯିବା ସହ ପଣା ଭୋଗ ଅନୁଷ୍ଠିତ ହେବ । ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳଷ୍ଠୀ ଓ ରୁକ୍ମିଣୀ ବିବାହ ଦିନ ମହାପ୍ରଭୁଙ୍କ ଜଳକ୍ରୀଡା ନୀତି ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ