Masthead

ଚାନ୍ଦବାଲି ବୈତରଣୀ ସେତୁରେ ବଡ଼ ଗାତ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ବିପଦ ସଂକୁଳ ଅବସ୍ଥାରେ ଚାନ୍ଦବାଲି ବୈତରଣୀ ସେତୁ । କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଚାନ୍ଦବାଲି ବୈତରଣୀ ସେତୁ ନିକଟରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି । ଏଥି ନେଇ ଚାନ୍ଦବାଲି ପୂର୍ତ୍ତ ବିଭାଗ ପକ୍ଷରୁ କନିଷ୍ଠ ଯନ୍ତ୍ରୀ ଚରଣ ସିଂ କ୍ଷେତ୍ର ପରିଦର୍ଶନ କରିଥିଲେ । ଏହି ସେତୁ ଉପରେ ଭଦ୍ରକ, କେନ୍ଦ୍ରାପଡ଼ା ତଥା ଯାଜପୁର ଜ଼ିଲ୍ଲାର ହଜାର ହଜାର ଲୋକେ ନିର୍ଭର କରିଥାନ୍ତି । ତେଣୁ ଖୁବଶୀଘ୍ର ଏହାର ସ୍ଥାୟୀ ମରାମତି ସ୍ଥାନୀୟ ବାସୀ ଦାବୀ କରିଛନ୍ତି । ନବୀକରଣ ଓ ସଂପ୍ରସାରଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଇଛି । ନିମ୍ନମାନର କାମ ହୋଇଥିବା ଅଭିଯୋଗ କରି ଯଥାଶୀଘ୍ର ଏହାକୁ ମରାମତି ପାଇଁ ସାଧାରଣରେ ଦାବି ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ