Masthead

ଚାନ୍ଦବାଲି ବିଧାୟକଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ମାନସୀ ସାହୁ

ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ): ଚାନ୍ଦବାଲି ବିଧାୟକଙ୍କ ନାଁରେ ସଙ୍ଗୀନ ଅଭିଯୋଗ । ଅଭିଯୋଗ ଆଣିଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ମାନସୀ ସାହୁ । ମେଡିକାଲରୁ ସେୟାର କଲେ ଭିଡିଓ । ମୁଁ ମଲେ ବିଧାୟକ ଦାୟୀ , ଯଦି ମୁଁ ମରିଯାଏ ବାପି ରାଏ ଏବଂ ମୋ ସ୍ୱମୀ ଦାୟୀ ହେବେ’ ବୋଲି କହିଛନ୍ତି ମାନସୀ ସାହୁ । ଚାନ୍ଦବାଲି ରାଜନୀତି ଏବେ ସରଗରମ ହେବାରେ ଲାଗିଛି ବିଜେଡି ଛାଡି ବିଜେପିରେ ଯୋଗ ଦେଉଛନ୍ତି ବଡବଡ଼ ନେତା ଏବଂ କର୍ମୀ ।ସୂଚନା ମୁତାବକ ଚାନ୍ଦବାଲି ବ୍ଲକ ଧାମରା ଅଞ୍ଚଳରେ ୪ଯୁବ ନେତା ବିଜେଡି ଦଳ ଛାଡି ବିଜେପିର ଦଳରେ ଯୋଗ ଦେଇଥିଲେ ।

ଚାନ୍ଦବାଲି ବିଧାୟକ ବ୍ୟୋମକେଶ  ରାଏ ନିଜର ଫେସବୁକରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ଚାନ୍ଦବାଲି ବ୍ଲକ ୨ନଂ ଜୋନର ଜିଲ୍ଲା ପରିଷଦ ଯଥା ପୂର୍ବତନ ବ୍ଲକ ଚେୟାରମ୍ୟାନ ମାନସୀ ସାହୁଙ୍କ ସ୍ୱାମୀ ରଞ୍ଜନ ସାହୁଙ୍କ ଫୋଟ ଛାଡି ଥିବା ନେଇ ଚାନ୍ଦବାଲି ରାଜନୀତି ଏବେ ସରଗରମ ହେବାରେ ଲାଗିଛି । ଅନ୍ୟପଟେ ପୂର୍ବତନ ବ୍ଲକ ଚେୟାରମ୍ୟାନ ମାନସୀ ସାହୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଏକ ଭିଡ଼ିଓ ସୋସିଆଲ ମିଡିଆରେ ପୋଷ୍ଟ କରି କହିଛନ୍ତି ମାଁ ମେଡିକାଲରେ ଅଛି ଚିକିତ୍ସାଧୀନ ଅବସ୍ଥାରେ ଅଛି ଯଦି ମୋର କିଛି ହୋଇଯାଏ କିମ୍ବା ମରିଯାଏ ସେଥିପାଇଁ ଚାନ୍ଦବାଲି ବିଧାୟକ ବାପି ରାଏ ଏବଂ ମୋ ସ୍ୱାମୀ ରଞ୍ଜନ ସାହୁ ଦାୟୀ ରହିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା