Masthead

ସହାୟତା ଅପେକ୍ଷାରେ ଚନ୍ଦ୍ରମଣି

କାକଟପୁର(ବଡ଼ ଖବର ବ୍ୟୁରୋ): ଅର୍ଥ ସାଜିଛି ବାଧକ । ସହାୟତା ପାଇଁ ଆକୁଳ ନିବେଦନ କରିଛନ୍ତି ପୁରୀ ଜିଲ୍ଲା କାକଟପୁର କଣ୍ଟାପଡ଼ା ପଞ୍ଚାୟତ ତୁଳାମାଳ ଗ୍ରାମର ଚନ୍ଦ୍ରମଣି ପଣ୍ଡା । ପେସାରେ ଚନ୍ଦ୍ରମଣି ଜଣେ ଚାଷୀ । ଗତ ୭ ମାସ ହେଲା ସ୍ତ୍ରୀ ରଶ୍ମିରେଖା କ୍ୟାନ୍ସରରେ ପିଡ଼ିତ । ଘର, ଜମି ଓ ଗହଣା ବିକ୍ରି ପରେ ମଧ୍ୟ ଭଲ ହୋଇ ନଥିଲେ ରଶ୍ମିରେଖା । ଅର୍ଥ ଅଭାବରୁ ଘରେ ରହି ଅପେକ୍ଷା କରିଛନ୍ତି ସହାୟତାକୁ । ଯଦି କୌଣସି ସହୃଦୟ ବ୍ୟକ୍ତି କିମ୍ବା ସରକାରୀ ସାହାଯ୍ୟ ମିଳନ୍ତା ତେବେ ରଶ୍ମିରେଖାଙ୍କ ଜୀବନ ବଞ୍ଚିପାରନ୍ତା ବୋଲି କହିଛନ୍ତି ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରୀ, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରୀ, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ