Masthead

ସହାୟତା ଅପେକ୍ଷାରେ ଚନ୍ଦ୍ରମଣି

କାକଟପୁର(ବଡ଼ ଖବର ବ୍ୟୁରୋ): ଅର୍ଥ ସାଜିଛି ବାଧକ । ସହାୟତା ପାଇଁ ଆକୁଳ ନିବେଦନ କରିଛନ୍ତି ପୁରୀ ଜିଲ୍ଲା କାକଟପୁର କଣ୍ଟାପଡ଼ା ପଞ୍ଚାୟତ ତୁଳାମାଳ ଗ୍ରାମର ଚନ୍ଦ୍ରମଣି ପଣ୍ଡା । ପେସାରେ ଚନ୍ଦ୍ରମଣି ଜଣେ ଚାଷୀ । ଗତ ୭ ମାସ ହେଲା ସ୍ତ୍ରୀ ରଶ୍ମିରେଖା କ୍ୟାନ୍ସରରେ ପିଡ଼ିତ । ଘର, ଜମି ଓ ଗହଣା ବିକ୍ରି ପରେ ମଧ୍ୟ ଭଲ ହୋଇ ନଥିଲେ ରଶ୍ମିରେଖା । ଅର୍ଥ ଅଭାବରୁ ଘରେ ରହି ଅପେକ୍ଷା କରିଛନ୍ତି ସହାୟତାକୁ । ଯଦି କୌଣସି ସହୃଦୟ ବ୍ୟକ୍ତି କିମ୍ବା ସରକାରୀ ସାହାଯ୍ୟ ମିଳନ୍ତା ତେବେ ରଶ୍ମିରେଖାଙ୍କ ଜୀବନ ବଞ୍ଚିପାରନ୍ତା ବୋଲି କହିଛନ୍ତି ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ