Masthead

ରିଲିଜ୍ ହେଲା ‘ଚନ୍ଦ୍ରମୁଖୀ ୨’ ଫାଷ୍ଟ ଟ୍ରେଲର

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):ବଲିଉଡ କୁଇନ କଙ୍ଗନା ରଣାୱତ୍ ନିଜ ଫିଲ୍ମକୁ ନେଇ ଇଣ୍ଡଷ୍ଟ୍ରୀରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ଏବେ କଙ୍ଗନା ତାଙ୍କ ନୂଆ ହରର ଫିଲ୍ମ ‘ଚନ୍ଦ୍ରମୁଖୀ ୨’କୁ ନେଇ ଚର୍ଚ୍ଚାରେ ଅଛନ୍ତି ।ଫିଲ୍ମଟିରେ ରାଘବ ଲରେନ୍ସଙ୍କ ସହ ନଜର ଆସିବେ କଙ୍ଗନା । ଏହି ଫିଲ୍ମର ଅଫିସିଆଲ ଟ୍ରେଲର ଚେନ୍ନାଇରେ ବହୁ ଧୁମଧାମରେ ରିଲିଜ୍ ହୋଇଛି । ନିକଟରେ ଫିଲ୍ମର ପ୍ରଥମ ଗୀତ ସ୍ୱାଗତାଞ୍ଜଳୀ ରିଲିଜ ହୋଇଥିଲା । ପ୍ରଥମ ଭାଗ ପରି ଦ୍ୱିତୀୟ ଭାଗକୁ ମଧ୍ୟ ପି ବାସୁ ନିର୍ଦ୍ଦେଶନା ଦେଇଛନ୍ତି । ତେବେ ଫିଲ୍ମଟି ସେପ୍ଟେମ୍ବର ୧୯ ଗଣେଷ ପୂଜାରେ ରିଲିଜ ହେବ । ଚଳଚ୍ଚିତ୍ରଟି ତାମିଲ, ତେଲୁଗୁ, ହିନ୍ଦୀ, ମାଲାୟାଲମ୍ ଏବଂ କନ୍ନଡ଼ ଭାଷାରେ ସିନେମାହଲରେ ମୁକ୍ତି ଲାଭ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ