ରେଗୋଲିଥ୍ରର ନିକଟତର ଫଟୋ ଭାରତ ପାଖେ ଅଛି: ଏସ ସୋମନାଥ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ବର୍ତ୍ତମାନ ଚନ୍ଦ୍ରରେ ଚାଲୁଛି ଭାରତ । ଇତିହାସରେ ଅଗଷ୍ଟ ୨୩ ରେକର୍ଡ କରାଯାଇଛି । ଅଗଷ୍ଟ ୨୩କୁ ଜାତୀୟ ମହାକାଶ ଦିବସ ବା ସ୍ପେସ ଡ଼େ ଭାବେ ଘୋଷଣା କରାଯାଇଛି । ଏସବୁ ମଧ୍ୟରେ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ମୁଖ୍ୟ ଏସ ସୋମନାଥ କହିଛନ୍ତି ଯେ ଭାରତରେ ଚନ୍ଦ୍ରର ସବୁଠୁ ଭଲ ଫଟୋ ରହିଛି ।

ଟାଇମ୍ସ ଅଫ୍ ଇଣ୍ଡିଆ ରିପୋର୍ଟ ଅନୁଯାୟୀ କେରଳର ଥିରୁବନନ୍ତପୁରମରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, “ଆମର ପ୍ରକୃତ ରେଗୋଲିଥ୍ର ନିକଟତମ ଫଟୋ ଅଛି। ସେଗୁଡ଼ିକ ଅତ୍ୟନ୍ତ ମୂଲ୍ୟବାନ ଏବଂ ଦୁନିଆରେ ଏହି ଫଟୋ କାହାରି ପାଖରେ ନାହିଁ । ସମସ୍ତେ ଏହି ଫଟୋ ନେବା ପାଇଁ ଆମ ପାଖକୁ ଆସିବେ । ଉଚିତ୍ ମୂଲ୍ୟାଙ୍କନ କରି ସେମାନଙ୍କୁ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’