Masthead

ଇତିହାସ ରଚିବ ଭାରତ: ଆଜି ଚନ୍ଦ୍ରପୃଷ୍ଠକୁ ଯିବ ଚନ୍ଦ୍ରଯାନ-୩

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସମୟ ଯେତିକି ପାଖେଇ ଆସୁଛି ମନରେ ଉକôଣ୍ଠା ବଢିବାରେ ଲାଗିଛି । ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା । ପୁଣିଥରେ ଚନ୍ଦ୍ରକୁ ଛୁଇଁବର ଲକ୍ଷ୍ୟ ପୂରଣ ହେବାକୁ ଯାଉଛି । ଆଜି ଅପରାହ୍ନ ୨ଟା ୩୫ରେ ଶ୍ରୀହରିକୋଟାରୁ ଉତକ୍ଷେପଣ କରାଯିବ ଚନ୍ଦ୍ରଯାନ-୩ । ଏନେଇ ଇସ୍ରୋ ଚନ୍ଦ୍ରଯାନ-୩ ମିଶନ ପାଇଁ ‘ମିଶନ ତତ୍ପରତା ସମୀକ୍ଷା’ ସମାପ୍ତ କରିଛି । ଯଦି ଏହି ମିଶନ ସଫଳ ହୁଏ, ତେବେ ଭାରତ ଚନ୍ଦ୍ରରେ ପହଞ୍ଚିବାରେ ପୃଥିବୀର ଚତୁର୍ଥ ଦେଶ ହେବ ।

୪ ବର୍ଷ ପରେ ପୃଥିବୀର ଏକମାତ୍ର ଉପଗ୍ରହ ଚନ୍ଦ୍ରଯାନକୁ ପଠାଇବା ପାଇଁ ଇସ୍ରୋ ଏହାର ତୃତୀୟ ମିଶନ ପାଇଁ ପ୍ରସ୍ତୁତ ରହିଛି । ଏଲଭିଏମ-୩ ରକେଟ୍ ଦ୍ୱାରା ମହାକାଶକୁ ପ୍ରେରଣ କରାଯିବ । ତେବେ ବର୍ତ୍ତମାନ ଇସ୍ରୋର ଫୋକସରେ ରହିଛି ରୋଭରର ସଫ୍ଟ ଲ୍ୟାଣ୍ଡିଂ । ଯଦି ଏହି ମିଶନ ସଫଳ ହୁଏ ତେବେ ମହାକାଶ ବିଜ୍ଞାନ କ୍ଷେତ୍ରରେ ଆଉ ପାଦେ ଆଗେଇବ ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ