Masthead

ପୃଥିବୀକକ୍ଷ ଛାଡି ଚନ୍ଦ୍ରକକ୍ଷ ଅଭିମୁଖେ ଚନ୍ଦ୍ରଯାନ-୩

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପୃଥିବୀ କକ୍ଷ ଛାଡ଼ି ଚନ୍ଦ୍ର ଅଭିମୁଖେ ଯାତ୍ରା କରିଛି ଚନ୍ଦ୍ରଯାନ-୩ । ଯାହାକୁ ନେଇ ଟ୍ୱିଟ କରି ସୂଚନା ଦେଇଛି ଇସ୍ରୋ । ସ୍ଲିଂସଟ୍ ମାଧ୍ୟମରେ ଏହାକୁ ଚନ୍ଦ୍ରକକ୍ଷ ଆଡ଼କୁ ଛଡ଼ା ଯାଇଛି । ଏହାସହ ଟ୍ରାନ୍ସଲୁନାର ଏଞ୍ଜେକ୍ସନ ବା ଟିଏଲଆଇ ସଫଳ ହୋଇଛି । ଆସନ୍ତା ଅଗଷ୍ଟ ୫ ତାରିଖରେ ଚନ୍ଦ୍ରଯାନ-୩ ଚନ୍ଦ୍ରର କକ୍ଷପଥରେ ପହଞ୍ଚିବ ଏବଂ ୨୩ ତାରିଖରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଲ୍ୟାଣ୍ଡ କରିବ ।

ଚନ୍ଦ୍ରଯାନ-୩ରେ ଲ୍ୟାଣ୍ଡର, ରୋଭର ଓ ପ୍ରପଲସନ୍ ମଡ୍ୟୁଲ ରହିଛି । ଲ୍ୟାଣ୍ଡର ଓ ରୋଭର ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ ଏବଂ ୧୪ ଦିନ ଯାଏଁ ସେଠାରେ ଘୂରିବ । ଅଗଷ୍ଟ ୧୬ ତାରିଖ ପର୍ୟ୍ୟନ୍ତ ଏହା ଚନ୍ଦ୍ରର କକ୍ଷପଥରେ ଘୂରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି