Masthead

‘ମେଡ ଇନ ଇଣ୍ଡିଆ, ମେଡ ଫର ମୁନ୍’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲ୍ୟାଣ୍ଡରରୁ ରୋଭର ପ୍ରଜ୍ଞାନ ଅଲଗା ହେବା ପରେ ସାମ୍ନାକୁ ଆସିଲା ପ୍ରଥମ ଫଟୋ । ଟ୍ୱିଟ କରି ସୂଚନା ଦେଲେ ପୱନ କେ ଗୋଏଙ୍କ । ସେପଟେ ଚନ୍ଦ୍ରୟାନ -୩ ଚନ୍ଦ୍ରରେ ପହଞ୍ଚିବା ପରେ ରୋଭର ପ୍ରୟାଗ ଲ୍ୟାଣ୍ଡର ବିକ୍ରମ ଠାରୁ ଅଲଗା ହୋଇସାରିଛି । ଏହାର ପ୍ରଥମ ଚିତ୍ର ସାମ୍ନାକୁ ଆସିଛି ଏବଂ ଭାରତ ନେତୃତ୍ୱ କରୁଛି ବୋଲି ନାସାର ପୂର୍ବତନ ଅଧିକାରୀ କହିଛନ୍ତି ।

ଚନ୍ଦ୍ରୟାନ -୩ ର ସଫଳ ଅବତରଣ ବିଷୟରେ ରେଡୱାୟାର ସ୍ପେସ୍ ମୁଖ୍ୟ ତଥା ନାସାର ପୂର୍ବତନ ଅଧିକାରୀ ମାଇକ ଗୋଲ୍ଡ କହିଛନ୍ତି, “ଇସ୍ରୋ ଏବଂ ଭାରତର ସମସ୍ତ ଲୋକଙ୍କୁ ଅଭିନନ୍ଦନ। ଏବଂ ଏହା କେବଳ ଭାରତ ପାଇଁ ନୁହେଁ, ସମଗ୍ର ବିଶ୍ୱ ପାଇଁ ଏକ ବିଜୟ । କାରଣ ଆମେ ଚନ୍ଦ୍ର ବିକାଶର ଏହି ନୂତନ ଯୁଗରେ ପ୍ରବେଶ କରୁଛନ୍ତି ଏବଂ ଭାରତ ଏହାକୁ ଆଗେଇ ନେଉଛି । ଚନ୍ଦ୍ରାୟନ-୩ ଚନ୍ଦ୍ରରେ ପହଞ୍ଚିବା ପରେ ଲ୍ୟାଣ୍ଡରରୁ ଅଲଗା ହେଲା ରୋଭର ‘ପ୍ରଜ୍ଞାନ’ । ଅଲଗା ହେବା ପରେ ଚନ୍ଦ୍ରରେ ବୁଲୁଛି ‘ପ୍ରଜ୍ଞାନ’ । ଟ୍ୱିଟ କରି ଇସ୍ରୋ ଏହି ସୂଚନା ଦେଇଛି । ଇସ୍ରୋ କହିଛି ‘ମେଡ ଇନ ଇଣ୍ଡିଆ, ମେଡ ଫର ଇଣ୍ଡିଆ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ