Masthead

ଚନ୍ଦ୍ରାୟନ-୩ ଲ୍ୟାଣ୍ଡ କରିଥିବା ଜାଗା ଶିବଶକ୍ତି, ଚନ୍ଦ୍ରାୟନ-୨ ଲ୍ୟାଣ୍ଡ କରିଥିବା ଜାଗା ନାଁ ତ୍ରିରଙ୍ଗା: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଗ୍ରୀସରୁ ଫେରି ବେଙ୍ଗାଲୁରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ସେଠାରେ ଇସ୍ରୋର ସମସ୍ତ ହିରୋଙ୍କୁ ଧନ୍ୟବାଦ ଜଣାଇବା ସହ ସମ୍ବୋଧିତ ମଧ୍ୟ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଯେଉଁଠାରେ ଚନ୍ଦ୍ରାୟନ ୩ ଅବତରଣ କରିଛି ସେଠା ଶିବଶକ୍ତିି ନାଁରେ ପରିଚିତ ହେବ ।

ଆଉ ଯେଉଁଠି ଚନ୍ଦ୍ରୟାନ ୨ ଲ୍ୟାଣ୍ଡ କରିଥିଲା ସେଠାର ନା ତ୍ରିରଙ୍ଗାନାମରେ ପରିଚିତ ହେବ ।

 

ଦୁଇ ଦେଶ ଗସ୍ତ ପରେ ଭାରତ ଫେରି ପ୍ରଧାନମନ୍ତ୍ରୀ ସିଧାସଳଖ ବେଙ୍ଗାଲୁର ବିମାନ ବନ୍ଦରରେ ଅବତରଣ କରିଥିଲେ।

ଏହା ପରେ ସେ ଇସ୍ରୋ କ୍ୟାମ୍ପସରେ ପହଞ୍ଚି ବୈଜ୍ଞାନିକମାନଙ୍କୁ ଭେଟିଥିଲେ । ଯେଉଁଠାରେ ସେ ଏହା ଘୋଷଣା କରିଛନ୍ତି । ଇସ୍ରୋର ହିରୋଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି ଘୋଷଣା କରିଛନ୍ତି ଯେ ଚନ୍ଦ୍ରଯାନ -୩ ଚନ୍ଦ୍ରରେ ଅବତରଣ କରିଥିବା ଦିନ ଅର୍ଥାତ୍ ଅଗଷ୍ଟ ୨୩ ବର୍ତ୍ତମାନ ଜାତୀୟ ମହାକାଶ ଦିବସ ଭାବରେ ପାଳନ କରାଯିବ। ଏହା ଦେଶର ଯୁବକମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ