Masthead

ଚନ୍ଦ୍ରପୃଷ୍ଠରେ ଉଡ଼ିଲା ତ୍ରିରଙ୍ଗା, ଖୁସିରେ ଝୁମିଲେ ଏସ ସୋମନାଥ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଅପେକ୍ଷାର ଅନ୍ତ ଘଟିଲା । ଚନ୍ଦ୍ରକୁ ଛୁଇଁଲା ଭାରତ । ଚନ୍ଦ୍ରର ଦକ୍ଷିଣ ମେରୁରେ ସଫଳତାର ସହ ଅବତରଣ କଲା ଚନ୍ଦ୍ରୟାନ-୩ । ଚନ୍ଦ୍ରପୃଷ୍ଠରେ ଉଡ଼ିଲା ତ୍ରିରଙ୍ଗା । ତିନି ଥରର ପ୍ରୟାସ ପରେ ସଫଳ ହେଲା ଇସ୍ରୋର ଚନ୍ଦ୍ର ଅଭିଯାନ । ଜହ୍ନରେ ନାଁ ଲେଖିଲା ଭାରତ । ନିର୍ଦ୍ଧାରିତ ସମୟ ସଂଧ୍ୟା ୬.୪ରେ ସଫଳତାର ସହ ଅବତରଣ କରିଛି ଚନ୍ଦ୍ରଯାନ । ଭାରତର ୧୪୦କୋଟି ନାଗରିକ ଏନେଇ ଖୁସି ବ୍ୟକ୍ତ କରିଛନ୍ତି। ସେହିପରି ବିଦେଶରୁ ମଧ୍ୟ ପ୍ରଶଂସାର ସୁଅ ଛୁଟୁଛି।

ତେବେ ବିକ୍ରମର ଲ୍ୟାଣ୍ଡିଂ ପରେ ଇସ୍ରୋ ମୁଖ୍ୟାଳୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଥିଲା। ଇସ୍ରୋ ମୁଖ୍ୟ ଡକ୍ଟର ଏସ ସୋମନାଥ ବେଙ୍ଗାଲୁରୁର ମୁଖ୍ୟାଳୟରେ ତାଙ୍କ ଟିମ୍‌ ସହ ପାର୍ଟିରେ ନାଚୁଥିବାର ନଜର ଆସିଥିଲେ। ଏହି ପାର୍ଟିର ଏକ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି । ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି