Masthead

ସଫଳତାର ସହ ଦ୍ୱିତୀୟ କକ୍ଷପଥରେ ପ୍ରବେଶ କଲା ଚନ୍ଦ୍ରୟାନ-୩

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦ୍ୱିତୀୟ କକ୍ଷପଥରେ ପ୍ରବେଶ କଲା ଚନ୍ଦ୍ରୟାନ-୩ । ସଫଳତାର ସହ ଦ୍ୱିତୀୟ କକ୍ଷପଥରେ ପହଞ୍ଚିଲା ଚନ୍ଦ୍ରୟାନ । ସଫଳତାର ସହ ଚନ୍ଦ୍ରୟାନ ପ୍ରବେଶ ନେଇ ଇସ୍ରୋ ପକ୍ଷରୁ ସୂଚନା ମିଳିଛି ।

ସୂଚନା ଅନୁସାରେ ଜୁଲାଇ୧୪ ତାରିଖ ଦିନ ୨.୩୫ ମିନିଟରେ ଆନ୍ଧ୍ରପ୍ରଦେଶର ଶ୍ରୀହରି କୋଟାରୁ ସଫଳତାର ସହ ଚନ୍ଦ୍ରୟାନ-୩ର ଉତକ୍ଷେପଣ ହୋଇଥିଲା । ଉତକ୍ଷେପଣ ପରେ ଏହାର ଗତିବିଧି ଉପରେ ନଜର ରଖିଥିଲେ ଇସ୍ରୋ ବୈଜ୍ଞାନିକ । ଏବଂ ଆଜି ଏହା ଚନ୍ଦ୍ରର ଦ୍ୱିତୀୟ କକ୍ଷପଥରେ ପ୍ରବେଶ କରିଛି ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା